Browsing Tag

Odisha Govt

ରତ୍ନଭଣ୍ଡାର ଚାବି ବିବାଦ: ସିବିଆଇ ନିକଟରେ ଅଭିଯୋଗ ଦେଲା ଜଗନ୍ନାଥ ସେନା

ରତ୍ନଭଣ୍ଡାରକୁ ନେଇ ଚର୍ଚ୍ଚା ଓ ବିବାଦ ଜାରି ରହିଛି । ଆଜି  ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଲୁଟ ମାମଲାରେ ସିବିଆଇ ନିକଟରେ ଅଭିଯୋଗ କରିଛି  ଜଗନ୍ନାଥ ସେନା ।

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।