ଓଡିଶା ଗସ୍ତରେ ଥିବା ମହିଳା ମୋର୍ଚ୍ଚାର ପ୍ରତିନିଧିମାନଙ୍କ ରାଜ୍ୟର ବାସ୍ତବ ସ୍ଥିତି ଅନୁଧ୍ୟାନ

ଏସଏଚଜିକୁ କେବଳ ଟଙ୍କା ବାଣ୍ଟି ମହିଳା ସଶକ୍ତୀକରଣ ହୋଇଛି ବୋଲି ଡିଣ୍ଡିମ ପିଟୁଥିବା ଶାସକ ବିଜେଡିର ୨୩ ବର୍ଷର ନିରୁଙ୍କଶ ଶାସନରେ ଓଡିଶାର ମାଁ ଓ ଭଉଣୀଙ୍କ ସଠିକ୍ ଆର୍ଥିକ ବିକାଶ ହୋଇନାହିଁ ।

5T ସଚିବଙ୍କ ପୁରୀ, କୋଣାର୍କ ଓ କାକଟପୁର ପରିଦର୍ଶନ

ପୂର୍ବରୁ ପାଣ୍ଡିଆନ୍ ପୁରୀ ରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରି ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ । ସେଠାରୁ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ teaching hospital ନିର୍ମାଣ କାମ ବୁଲି ଦେଖିଥିଲେ ଓ ଅଗ୍ରଗତି ର ସମୀକ୍ଷା କରିଥିଲେ ।