ରାଜ୍ୟର ସମସ୍ତ ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିଜେପି କରିବ ବିକ୍ଷୋଭ ଓ ଆନ୍ଦୋଳନ

ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ବିଜୁଳି ବିତରଣ କଂପାନୀ ଟାଟା ପାୱାରର ଅରାଜକତା ସମସ୍ତ ସୀମା ଉଲ୍ଲଂଘନ କରିଛି ।

ଗ୍ୟାସ ଦର ହ୍ରାସ ଦାବିରେ ରାଜଭବନ ସମ୍ମୁଖରେ ଧାରଣା ଦେବ ବିଜୁ ଜନତା ଦଳ

ଶଙ୍ଖ ଭବନରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶ୍ରୀମୟୀ ମିଶ୍ର କହିଛନ୍ତି ଯେ ରନ୍ଧନ ଗ୍ୟାସର ଦରବୃଦ୍ଧି ଯୋଗୁଁ କେନ୍ଦ୍ର ସରକାରଙ୍କ ଉଜ୍ୱଳା ଯୋଜନା ଅନ୍ଧାର ଯୋଜନାରେ ପରିଣତ ହୋଇଛି ।

ପାଚିକା -ସହାୟିକା ମାନଙ୍କୁ  ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ 117 .73 କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି ।