ଜାଣନ୍ତୁ ଓଡ଼ିଶାର କୋରାପୁଟ ଜିଲ୍ଲାର ୫ଟି ପ୍ରମୁଖ ପର୍ଯ୍ୟଟନସ୍ଥଳୀ

ପ୍ରାକୃତିକ ବିଭବ ଓ ଐତିହରେ ଭରପୂର କୋରାପୁଟ ଜିଲ୍ଲାର ଅନନ୍ୟ ପର୍ଯ୍ୟଟନସ୍ଥଳୀ। ଯାହାକି କେବଳ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ତାହା ନୁହେଁ, ଶ୍ରଦ୍ଧାଳୁ ମଧ୍ୟ ଛୁଟି ଆସନ୍ତି ଏଠାକୁ ।

ଭୁବନେଶ୍ବରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିର

ଆଜି ସଂଧ୍ୟାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏର ଉପାଧ୍ୟକ୍ଷ ଶ୍ରୀ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ।

ପାଞ୍ଚଦିନିଆ ‘ଜାତୀୟ କଳା ଉତ୍ସବ ୨୦୨୨-୨୩’ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭାରତ ସରକାରଙ୍କ ରାଷ୍ଟ୍ରୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ଏବଂ ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆମର ଦେଶର ଶିକ୍ଷା ବ୍ୟବସ୍ଥାରେ କଳା ଏବଂ ସଂସ୍କୃତିର ନିବିଡ ସମ୍ପର୍କ ରହିଆସିଛି ।

ସାଢେ ୪ କୋଟି ଓଡ଼ିଆଙ୍କ ବିକାଶ ଆମର ମୁଖ୍ୟ ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ

ସାଢେ ୪ କୋଟି ଓଡ଼ିଆଙ୍କ ବିକାଶ କରିବା ଆମ ଦଳର ମୁଖ୍ୟ ଲକ୍ଷ୍ୟ ବୋଲି ଗଣମାଧ୍ୟମର ଏ ସମ୍ପର୍କୀତ ପ୍ରଶ୍ନରେ ଉତ୍ତର ରଖିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।