ପାଞ୍ଚଦିନିଆ ‘ଜାତୀୟ କଳା ଉତ୍ସବ ୨୦୨୨-୨୩’ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭାରତ ସରକାରଙ୍କ ରାଷ୍ଟ୍ରୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ଏବଂ ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆମର ଦେଶର ଶିକ୍ଷା ବ୍ୟବସ୍ଥାରେ କଳା ଏବଂ ସଂସ୍କୃତିର ନିବିଡ ସମ୍ପର୍କ ରହିଆସିଛି ।

ସାଢେ ୪ କୋଟି ଓଡ଼ିଆଙ୍କ ବିକାଶ ଆମର ମୁଖ୍ୟ ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ

ସାଢେ ୪ କୋଟି ଓଡ଼ିଆଙ୍କ ବିକାଶ କରିବା ଆମ ଦଳର ମୁଖ୍ୟ ଲକ୍ଷ୍ୟ ବୋଲି ଗଣମାଧ୍ୟମର ଏ ସମ୍ପର୍କୀତ ପ୍ରଶ୍ନରେ ଉତ୍ତର ରଖିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ପ୍ରତାପଙ୍କୁ ମିଳିଲା ନୂଆ ଜୀବନ, ସାହା ହେଲା ଓଡ଼ିଶା-ମୋ ପରିବାର 

ଦୁର୍ଘଟଣାଟି ଘଟିଥିଲା, ୧୯୯୭ମସିହା ଏପ୍ରିଲ ୧୭ତାରିଖରେ, ଯେଉଁଦିନ ସାରା ଓଡ଼ିଶାରେ ମହାନ ଜନନାୟକ ତଥା ପ୍ରବାଦପୁରୁଷ ବିଜୁ ବାବୁଙ୍କ ମୃତ୍ୟୁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା