Odisha Insight ଧଳା ଜହର ଜାଲରେ ଓଡିଶା Tanushree Mahapatra May 17, 2022 ଧଳା ଜହର କବ୍ଜାରେ ଓଡିଶା । ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ର ଛାତ୍ରୀଙ୍କୁ ଏଥିରେ ଟାର୍ଗେଟ କରୁଛନ୍ତି । ଏହା ନୂତନ ଯୁବ ପିଢ଼ିଙ୍କ ଉପରେ ମଧ୍ୟ ବେଶ ପ୍ରଭାବ ପକାଉଛି ।
Odisha Insight ବଦଳୁଛି ମିଶନ ଶକ୍ତିର ପରିଭାଷା: ରାଜ୍ୟର ସମସ୍ତ ମେଡିକାଲର ୧୩ଟି ଦାୟିତ୍ବ ତୁଲାଇବେ ଏସଏଚଜି Tanushree Mahapatra May 17, 2022 ଏସଏଚଜି ନେବେ ଡାକ୍ତରଖାନା ଦାୟିତ୍ବ । ରାଜ୍ୟର ସମସ୍ତ ମେଡିକାଲ କଲେଜ, ମେଡିକାଲ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୧୩ଟି ଦାୟିତ୍ବ ତୁଲାଇବେ ଏସଏଚଜି ସଦସ୍ୟା ।
Odisha Insight ନୂଆ ରୂପରେ ଝଟକୁଛି ମା ତାରାତାରିଣୀଙ୍କ ମନ୍ଦିର Tanushree Mahapatra May 16, 2022 ବଦଳିଛି ଗଞ୍ଜାମ ଜିଲ୍ଲା ଅଧିଷ୍ଟାତ୍ରୀ ଦେବୀଙ୍କ ପୀଠର ରୂପରେଖ । ଆରମ୍ଭ ହୋଇଛି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା'ତାରାତାରିଣୀଙ୍କ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ ।
Odisha Insight ରାଜ୍ୟରେ ମାତିଛନ୍ତି ମୂର୍ତ୍ତି ଚୋର ଗ୍ୟାଙ୍ଗ Tanushree Mahapatra May 14, 2022 ଟାର୍ଗେଟ୍ରେ ପୁରାତନ ମଠ ଓ ମନ୍ଦିର । ଲଗାତାର କିଛି ମାସ ହେବ ରାଜ୍ୟରେ ମାତିଛନ୍ତି ମୂର୍ତ୍ତି ଚୋର ଗ୍ୟାଙ୍ଗ । ଟାର୍ଗେଟରେ ରହିଛି ପ୍ରାଚୀନ ମନ୍ଦିରର ଅଷ୍ଟଧାତୁ ମୂର୍ତ୍ତି । ପୁଲିସକୁ ଚ୍ୟାଲେଞ୍ଜ ଦେଇ ବିଭିନ୍ନ ମନ୍ଦିରରୁ ଚୋରି କରୁଛନ୍ତି ମୂଲ୍ୟବାନ ପୁରାତନ ମୂର୍ତ୍ତି । ଠାକୁରଙ୍କୁ…
Odisha Insight ଜାତୀୟ ହକି ଦଳର କମାଣ ସମ୍ଭାଳିବେ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା Tanushree Mahapatra May 14, 2022 ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡୋନେସିଆରେ ଏସିଆ କପ୍ । ଏବେ ଇଣ୍ଡୋନେସିଆରେ ହେବାକୁ ଥିବା ହିରୋ ମେନ୍ସ ଏସିଆ କପ୍ ଭାରତୀୟ ଟିମ୍ ବୀରେନ୍ଦ୍ର ଲାକ୍ରାଙ୍କ ଅଧିନାୟକତ୍ବରେ ଖେଳିବକୁ ଯାଉଛି ।
Odisha Insight ରାୟପୁର ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ପାଇଲଟଙ୍କ ମୃତ୍ୟୁ Tanushree Mahapatra May 13, 2022 ଛତିଶଗଡ଼ର ରାୟପୁର ବିମାନ ବନ୍ଦରରେ ଗୁରୁବାର ରାତିରେ ଏକ ସରକାରୀ ହେଲିକପ୍ଟର ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଯେଉଁଥିରେ ୨ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଥିଲା । ମୃତକଙ୍କ ମଧ୍ୟରୁ ଓଡିଆ ପାଇଲଟ ଜଣଙ୍କ ଘର ସମ୍ବଲପୁରରେ ।
Odisha Insight ମେ ୨୭ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ Tanushree Mahapatra May 13, 2022 ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି।
Odisha Insight ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଦୌଡରେ ଓଡିଶାରୁ କିଏ ? Tanushree Mahapatra May 13, 2022 ରାଜ୍ୟସଭା ନିର୍ବାଚନ ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ୫୭ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୩ଟି ଆସନ ରହିଛି ।
Odisha Insight ସର୍ବାଧିକ ଜଙ୍ଗଲ କ୍ଷେତ୍ର ବୃଦ୍ଧିରେ ଭାରତରେ ତୃତୀୟ ଓଡ଼ିଶା Tanushree Mahapatra May 12, 2022 ଇଣ୍ଡିଆ ଷ୍ଟେଟ୍ ଅଫ ୨୦୨୧ ରିପୋର୍ଟରେ ଜଙ୍ଗଲ କ୍ଷେତ୍ର ବୃଦ୍ଧିରେ ଓଡ଼ିଶା ଭାରତରେ ତୃତୀୟ ରାଜ୍ୟ । ଏଥିପାଇଁ ବନବିଭାଗକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ।
Politics ଉପ ନିର୍ବାଚନ ପାଇଁ ଉଷ୍ମ ହେଉଛି ବ୍ରଜରାଜନଗର; ୩ ପ୍ରମୁଖ ରାଜନୈତିକ ଦଳ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ Tanushree Mahapatra May 11, 2022 ଦିନ କୁ ଦିନ ଉଷ୍ମ ହେବାରେ ଲାଗିଛି ବ୍ରଜରାଜନଗର ଉପନିର୍ବାଚନ ଗ୍ରାଉଣ୍ଡ । ଆଜି ପ୍ରାର୍ଥୀ ମାନଙ୍କର ନାମାଙ୍କନର ଶେଷ ଦିନ ଥିଲା । ଆଜି ଅନ୍ତିମ ଦିନରେ ନିଜ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ।