ଦେବଗଡ଼ ବିଧାୟକଙ୍କ ଗିରଫ ପ୍ରତିବାଦରେ ବିଜେପିର ୧୨ ଘଣ୍ଟିଆ ବନ୍ଦ ଡାକରା

ଆଜି ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦ ଓ ତିଲେଇବଣି ବିଡିଓଙ୍କ ଗିରଫ ଦାବିରେ ବିଜେପିର ଦେବଗଡ଼ ଜିଲ୍ଲାରେ ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ ପାଳନ କରୁଛି ବିଜେପି ।

ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ ରେ ଓଡ଼ିଆ ଭାଷାରେ ନାମଫଳକ ଲେଖିବା ନେଇ ନିର୍ଦ୍ଦେଶନାମା ଜାରି

ସମସ୍ତ ସରକାରୀ ବେସରକାରୀ ଓ ଅର୍ଦ୍ଧସରକାରୀ କାର୍ଯ୍ୟାଳୟରେ ନାମଫଳକ ଓଡ଼ିଆ ଭାଷାରେ ଲେଖିବା ପାଇଁ ସରକାରୀ ସ୍ତରରେ ନିର୍ଦେଶନାମା ଜାରି କରାଯାଇଛି । 

ଇଡି ଜାଲରେ ଜ୍ୟାକଲିନ ଫର୍ଣ୍ଣାଡିଜ; ୭ କୋଟିରୁ ଅଧିକ ସମ୍ପତ୍ତି ଜବତ

ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ପାଇଁ ବଢିଛି ଅଡୁଆ ।  ଅଭିନେତ୍ରୀଙ୍କ ୭ କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତି ଜବତ ହୋଇଛି । ଇଡି ଜବତ କରଥିବା ସମ୍ପତ୍ତି ମଧ୍ୟରେ ରହିଛି କୋଟି କୋଟି ଟଙ୍କାର ଦାମୀ ଉପହାର, ଯାହା କି ଅପରାଧର ଆୟ ବୋଲି ଇଡି ସ୍ପଷ୍ଟ ସୂଚନା ଦେଇଛି । 

ଅଣ୍ଡା ଫୁଟିବା ପରେ ହଜାର ହଜାର ଅଲିଭ୍ ରିଡ୍‌ଲେ ଶାବକ ସମୁଦ୍ର ମୁହାଁ

ଚଳିତ ବର୍ଷ ସନ୍ତୁଳିତ ସାମୁଦ୍ରିକ ପରିବେଶ ପାଇଁ ରେକର୍ଡ ସଂଖ୍ୟାରେ ଅଲିଭ ରିଡ଼ଲେଙ୍କ ଅଣ୍ଡା ଦାନ ଓ ପ୍ରଜନନ ପରିବେଶବିତ୍ତଙ୍କ ପାଇଁ ଖୁସି ଆଣିଛି । ରେକର୍ଡ ସଂଖ୍ୟକ ଅଲିଭ୍ ରିଡଲେ ଅଣ୍ଡାଦାନ କରିବା ସହ ପ୍ରଜନନ ପ୍ରକ୍ରିୟା ସରିଛି ।

ଆଜିଠୁ ସାଧାରଣ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର

ଆଜିଠାରୁ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ତେଣୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରୀମନ୍ଦିରର…

ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ତୀର୍ଥ କ୍ଷେତ୍ର : ମୁଖ୍ୟମନ୍ତ୍ରୀ

ଉତ୍କଳର ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ ‘ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ରକୁ ଲୋକାର୍ପିତ କରିଛନ୍ତି ।

ପୁଣି ଆରମ୍ଭ ହେଲା ବାରିପଦା-ପୁରୀ ସାପ୍ତାହିକ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ

ବାରିପଦାରୁ ପୁରୀ ଟ୍ରେନ୍‌ ପୂର୍ବରୁ ସପ୍ତାହକୁ ଥରେ ଚଳାଚଳ କରୁଥିଲା । ତେବେ କୌଣସି କାରଣଋ ପାଖାପାଖି ମାସେ ହେଲା ଉକ୍ତ ଟ୍ରେନ୍‌ଟିର  ଚଳାଚଳକୁ ରେଳବାଇ ବନ୍ଦ କରି ଦେଇଥିଲେ । ତାହା ପୁଣି ଗତକାଲି  ରାତି ୧୧ଟାରୁ ବାରିପଦା ଷ୍ଟେସନ୍‌ରୁ ପୁରୀ ଅଭିମୁଖେ ପୁଣି ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି…

ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା; ରାଜ୍ୟରେ ୩ରୁ ୪ ସପ୍ତାହ ପରେ ବଢ଼ି ପାରେ କରୋନା ସଂକ୍ରମଣ!

ଦେଶରେ ବଢୁଥିବା କରୋନା ସଂକ୍ରମଣକୁ ନେଇ  ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଆଗାମୀ ୩ରୁ ୪ ସପ୍ତାହ ପରେ ରାଜ୍ୟରେ ସଂକ୍ରମଣ ବଢିବା ନେଇ ସମ୍ଭାବନା ରହିଛି । ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ଭିତିଭୂମି ପ୍ରସ୍ତୁତ କରାଯାଉଥିବା ସୂଚନା…

ଆଜିଠୁ ଆରମ୍ଭ ଯୁକ୍ତ ୨ ପରୀକ୍ଷା

ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ପାଠ୍ୟକ୍ରମର ଥିଓରି ପରୀକ୍ଷା ଆରମ୍ଭ । ୧୧୩୩ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ପରୀକ୍ଷା ପରିଚାଳନା ହବ୍ ତଥା ନୋଡାଲ୍ ସେଣ୍ଟର ହୋଇଛି।

କମିବ କି ପେଟ୍ରୋଲ ଓ ଡିଜେଲ ଦର ?

କରୋନା ଭାଇରସକୁ ନେଇ ହୋଇଥିବା ମିଟିଂରେ ପ୍ରଧାନମନ୍ତ୍ରୀ ବଢ଼ୁଥିବା ତେଲ ଦର ବିବୃତ୍ତି ଦେଇଛନ୍ତି ଏବଂ ପେଟ୍ରୋଲ ଡିଜେଲ ଶୁଳ୍କ ହ୍ରାସ ପାଇଁ ରାଜ୍ୟମାନଙ୍କୁ ଅନୁରୋଧ କରିଛନ୍ତି ।