ଜାଣନ୍ତୁ ଜଗନ୍ନାଥ ମନ୍ଦିରକୁ କାହିଁକି ଧଳା ପାଗୋଡା କୁହାଯାଉଥିଲା

ପୁରୀ ଯାହା ମହାପ୍ରଭୁଙ୍କ ଧାମ ଭାବେ ବିଶ୍ବ ପ୍ରସିଦ୍ଧ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ରହସ୍ୟ ଭେଦ କରିବା ଛାର ମନୁଷ୍ୟ ପକ୍ଷେ ସମ୍ଭବ ନୁହେଁ । ବାର ମାସରେ ତେର ପର୍ବ ଅନୁଷ୍ଠିତ ହେଉଥିବା ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ନୀତିକାନ୍ତି ମଧ୍ୟ ବିରଳ ।  

ଆଘାତପ୍ରାପ୍ତ ଯୁବ ମହିଳା ଫୁଟବଲ ଖେଳାଳୀ ମନୀଷାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆଶ୍ବାସନା

ମନୀଷା ନାୟକ ଯିଏକି ସ୍ପୋର୍ଟସ ଓଡିଶା ଟିମ୍‌ର ୧୮ ବର୍ଷ ବୟସ୍କା ଫୁଟବଲ ଖେଳାଳୀ। ଅନେକ ସ୍ୱପ୍ନ ନେଇ ଓଡିଶା ମହିଳା ଲିଗ୍‌ ମ୍ୟାଚରେ ଖେଳିବାର ଆଶା ରଖିଥିଲେ ସେ ।

ପଞ୍ଚାୟତ ନିର୍ବାଚନ: ପଶ୍ଚିମ ଓଡ଼ିଶାରେ ବିଜେପିର ସ୍ଥିତି

ରାଜ୍ୟରେ ପଞ୍ଚାୟତ ନିର୍ବାଚନର ହାଓ୍ବା । ଆରମ୍ଭ ହୋଇଯାଇଛି ଏକପ୍ରକାର ଶକ୍ତି ପ୍ରଦର୍ଶନ। କ୍ଷେତ୍ର ପ୍ରସ୍ତୁତ କରୁଛି ସରକାରୀ ଦଳ ବିଜେଡି । ସେପଟେ ବିରୋଧୀ ବିଜେପି ବି ଅଣ୍ଟାଭିଡ଼ିଲାଣି ।

ପବିତ୍ର ଭୈମୀ ଏକାଦଶୀ ବା ବଡ ଏକାଦଶୀ

ଇନସାଇଟ ବ୍ୟୁରୋ: ହିନ୍ଦୁମାନଙ୍କର ଏକ ପବିତ୍ର ବ୍ରତ ଏକାଦଶୀ । ଆଜି ଭୈମୀ ଏକାଦଶୀ । ବର୍ଷକର ୨୪ଟି ଏକାଦଶୀ ମଧ୍ୟରୁ ୪ଟିକୁ ବଡ଼ ଏକାଦଶୀ କୁହାଯାଏ । ସେଥିରୁ ମାଘ ମାସରେ ପଡ଼ୁଥିବା ଭୈମୀ ଏକାଦଶୀର ମାହାତ୍ମ୍ୟ ବହୁତ ଗୁରୁତ୍ୱପୂର୍ଣ୍ଣ | ଏହିଦିନ ନିଆଳି ସ୍ଥିତ ପୌରାଣିକ ମାଧବାନନ୍ଦଜୀଉ…

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ

ପୁଣି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡି ସୁପରଭାଇଜର, ପୁଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର ଏଥିରେ ଅନ୍ତର୍ଭୁକ୍ତ ରହିଛନ୍ତି ।

ଖୋଲିଲା ସ୍କୁଲ; ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଉତ୍ସାହ

ଆଜିଠୁ ପୁଣି ଖୋଲିଛି ସ୍କୁଲ । ଛାତ୍ରଛାତ୍ରୀ ପୁଣି ବ୍ୟାଗରେ ଭର୍ତ୍ତି କରିଛନ୍ତି ବହି ଖାତା। ସ୍କୁଲରେ ଶୁଣା ଯାଇଛି  ଘଣ୍ଟି ଶବ୍ଦ  । ଦୀର୍ଘ ୨ ବର୍ଷ ପରେ ଶ୍ରେଣୀ ଗୃହ ବସି ପାଠପଢ଼ା ଆରମ୍ଭ କରିଛନ୍ତି ଛାତ୍ରଛାତ୍ରୀ।

ଅନେକ ବାଦ ବିବାଦ ପରେ ଖୋଲିବାକୁ ଯାଉଛି ସ୍କୁଲ କଲେଜ

ଦୀର୍ଘ ୨ ବର୍ଷ ହେଲା କରୋନା ମହାମାରୀ ଲୁଚକାଳି ଖେଳୁଛି । କରୋନା ସଂକ୍ରମଣସ୍ଥିତି ଯୋଗୁଁ ଶିକ୍ଷାନୁଷ୍ଠାନ ବିଭିନ୍ନ ସମୟରେ ବନ୍ଦ ରଖାଯାଉଛି। ସ୍କୁଲ ବନ୍ଦ ରହୁଥିବାରୁ ଛାତ୍ରଛାତ୍ରୀମାନେ ପାଠ ପଢାରୁ ଏକ ପ୍ରକାର ଦୂରେଇ ଯାଇଛନ୍ତି ।

ଦୁଇ ବରିଷ୍ଠ ବିଜେପି ନେତାଙ୍କୁ ନେଇ ଦଳ ଅଡ଼ୁଆରେ

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ମାଡରେ ଦୁଇ ସରକାରୀ କର୍ମଚାରୀ ଆହତ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କେନ୍ଦ୍ରର ଉପନିର୍ଦ୍ଦେଶକ ଓ ସହକାରୀ ନିର୍ଦେଶକଙ୍କୁ କେନ୍ଦ୍ରମନ୍ତ୍ରୀ ମାଡ଼ ମାରିଥିବା କୁହାଯାଇଥିଲା ।

ରାଜନୀତିର ଆକର୍ଷଣରେ ବାନ୍ଧିହୋଇ ନିର୍ବାଚନକୁ ଓହ୍ଲାଇଲେ ବଲାଙ୍ଗିର ସୁନ୍ଦରୀ

ପଞ୍ଚାୟତ ନିର୍ବାଚନକୁ ନେଇ ସାରା ଓଡ଼ିଶାରେ ନିର୍ବାଚନୀ ମାହୋଲ । କିଏ ଚାକିରି ଛାଡ଼ି ରାଜନୀତିରେ ତ ଆଉ କେଉଁଠି ପାଠୁଆ ପିଲା ବିଭିନ୍ନ ପଦବୀ ପାଇଁ ନିବାର୍ଚନ ଲଢୁଛନ୍ତି। ବଲାଙ୍ଗିର ଜିଲ୍ଲା ସଦର ବ୍ଳକ୍‌ ଚୁଡାପାଲି ପଞ୍ଚାୟତରେ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି।