Trending
- India Completes Double Glory at Kho Kho World Cup, Men Triumph Over Nepal to Lift Title
- India Clinches Inaugural Women’s Kho Kho World Cup with Resounding Victory Over Nepal
- Ceasefire Begins in Gaza Amid Delays
- Sanjoy Roy’s Mother Accepts Court’s Verdict in R G Kar Case: “I Will Cry Alone, but Justice Must Prevail”
- Massive Fire Erupts at Maha Kumbh Mela in Prayagraj; Firefighting Operations Underway
- Naba Das Murder Case: Deepali to write Odisha Govt for CBI probe
- Saif Ali Khan Attack: Suspect in Burglary-Stabbing Case Remanded in Police Custody
- Satya Narayan Adhikari: The Voice That Resonates Across Time
- TNI News Digest – January 18, 2025
- Saif Ali Khan Stabbing Case: Suspect Detained in Chhattisgarh
Browsing Category
Odisha Insight
Odisha News is being published under this section.
ଗଣତନ୍ତ୍ରରେ ଗୁଣ୍ଡାଗିରି ପାଇଁ କୌଣସି ସ୍ଥାନ ନାହିଁ
ଗୁରୁବାର ଭଳି ଶୁକ୍ରବାର ମଧ୍ୟ ଭୁବନେଶ୍ୱରର ଲୋୟର ପିଏମଜିରେ ଦେଖିବାକୁ ମିଳିଥିଲା ଅପ୍ରୀତିକର ପରିସ୍ଥିତି । ବିଧାନସଭାକୁ ଧସେଇ ପଶିବା ବେଳେ ପୁଲିସ ଓ ଛାତ୍ର କଂଗ୍ରେସ କର୍ମୀ କର୍ମୀ ମୁହାଁମୁହିଁ ହୋଇଥିଲେ ।
ସୁନ୍ଦରଗଡ଼ରେ ନୂଆ ସମୀକରଣ; ଶଙ୍ଖ ଫୁଙ୍କିଲେ ପ୍ରଫୁଲ୍ଲ ମାଝୀ
କଂଗ୍ରେସ ଛାଡିବା ନେଇ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଡାକ୍ତର ପ୍ରଫୁଲ୍ଲ ମାଝୀ ନିକଟରେ ଏକ ସାମ୍ବାଦିକ ସମ୍ମିଳନୀ କରି ଦଳ ଛାଡିବା ସଂପର୍କରେ ଘୋଷଣା କରିବେ ବୋଲି ଜଣାପଡିଥିଲା ।
Odisha Covid Analysis – December 8, 2021
Odisha reported 255 new Covid cases in the last 24 hours and 2 deaths of which 54 cases belong to 0-18 years.
ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଅପରାଜିତାଙ୍କ ପକ୍ଷ ଛେଦନ; ଓଡ଼ିଶା ବିଜେପିରେ ଧର୍ମେନ୍ଦ୍ରଙ୍କ ପତିଆରା ବୃଦ୍ଧି
ସାଂସଦଙ୍କ ରାଲିରେ ନାହାନ୍ତି ଅନ୍ୟ ନେତା । ଓଡ଼ିଶା ବିଜେପିରେ ଚାଲିଛି ଶୀତଳ ଯୁଦ୍ଧ । ଅପରାଜିତା ଷଡ଼ଙ୍ଗୀ ଦଳୀୟ ସଂଗଠନରେ ଧ୍ୟାନ ନ ଦେଇ ବ୍ୟକ୍ତିଗତ ଭାବେ ସମାନ୍ତରାଳ ସଂଗଠନ ଗଢ଼ି ନିଜର ପ୍ରଚାର କରୁଥିବାରୁ ଏହା ତାଙ୍କ ପାଇଁ ବୁମେରାଂ ସଦୃଶ ।
‘ପରବ’ ଉତ୍ସବ ପାଇଁ ପ୍ରସ୍ତୁତ ହେଉଛି କୋରାପୁଟ ଜିଲ୍ଲାର ସୀମାନ୍ତ ଗାଁ-କୋଟିଆ
କୋରାପୁଟ ଲୋକ ମହୋତ୍ସବ ‘ପରବ’ ର ଉଦ୍ଘାଟନୀ ଉତ୍ସବ ପାଇଁ ପ୍ରସ୍ତୁତ ହେଉଛି କୋରାପୁଟ ଜିଲ୍ଲାର ସୀମାନ୍ତ ଗାଁ କୋଟିଆ । ଆନ୍ଧ୍ରର ଅନୁପ୍ରବେଶ ପାଇଁ ଚର୍ଚ୍ଚାରେ ରହିଛି କୋଟିଆ।
ପ୍ରସିଦ୍ଧ ଦିଲ୍ଲୀ ହାଟରେ ‘ଆଦି ମହୋତ୍ସବ’
ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଣ୍ଟି ଦେଶୀୟ ସାମଗ୍ରୀକୁ ନେଇ ଦିଲ୍ଲୀ ହାଟରେ ‘ଆଦି ମହୋତ୍ସବ’। ଓଡ଼ିଶାର ବିଭିନ୍ନ ଆଦିବାସୀ ଅଞ୍ଚଳରୁ କାରିଗରମାନେ ନିଜର ସାମଗ୍ରୀ ଓ କଳାବସ୍ତୁ ବିକ୍ରି କରୁଛନ୍ତି ।
ଗ୍ୟାସ ଦର ବୃଦ୍ଧିକୁ ନେଇ ବିଜେଡ଼ିର ଯୁଦ୍ଧ ଡାକରା
ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ସରକାର ବିରୋଧରେ ପ୍ରତିବାଦ ଜାରି ରଖିବା ସହିତ ଆଗକୁ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି ବିଜେଡ଼ିର କର୍ମୀ ଏବଂ ମନ୍ତ୍ରୀମାନେ ।
ରାଜନୀତିର ଅସ୍ତ୍ର ‘ଅଣ୍ଡାମାଡ଼’
ରାଜନୀତିର ଅସ୍ତ୍ର ପାଲଟିଛି ‘ଅଣ୍ଡାମାଡ଼’ । କିଛି ମାସ ହେବ ରାଜ୍ୟରେ ନେତାମାନେ ହୀନ ରାଜନୀତି କରୁଥିବା ଦୃଷ୍ଟିଗୋଚର ହେଉଛି। ସେ ଶାସନ ଦଳ ହେଉକି କଂଗ୍ରେସ , ବିଜେପି, ସମସ୍ତେ ହୀନ ରାଜନୀତିକୁ ପ୍ରଶୟ ଦେଉଛନ୍ତି ।
ବଲାଙ୍ଗୀରର ଛାତ୍ରଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।