Odisha Insight

ପଞ୍ଚାୟତ ନିର୍ବାଚନ ପୂର୍ବରୁ କୋଭିଡ଼ ସହାୟତା ଥୋପ!

ମୁଣ୍ଡ ଉପରକୁ ଆସିବାକୁ ଯାଉଛି ପଞ୍ଚାୟତ ନିର୍ବାଚନ । ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଦେଇଥିଲେ କାଳିଆ ସହାୟତା ଆଉ ଏବେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୧୦୦୦ ଟଙ୍କା କୋଭିଡ ସହାୟତା ରାଜ୍ୟବାସୀଙ୍କୁ ଦେବେ ରାଜ୍ୟ ସରକାର ।

ଓଡ଼ିଶାରେ ପଞ୍ଚାୟତ ଭୋଟକୁ ନେଇ ରାଜନୈତିକ ପାଣିପାଗ ଉଷ୍ମ

ପାଖେଇ ଆସିଲାଣି ୨୦୨୨ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ଭୋଟ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜାରି ହେବାପରେ  ରାଜ୍ୟ ରାଜନୀତି ହୋଇପଡିଛି  ଚଳଚଞ୍ଚଳ।

T-Setu – Odisha’s longest bridge

Chief Minister Naveen Patnaik today inaugurated T-Setu, the State’s longest bridge over Mahanadi in Cuttack district.

କେନ୍ଦ୍ରାପଡା ଇସ୍ପାତ ପ୍ରକଳ୍ପ ଜଗତସିଂହପୁର ପୋସ୍କୋ ଭଳି ହେବନି ତ ?

ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ଅଧିକାରୀଙ୍କ ବୈଠକରେ ମୋଟ ୧,୦୨,୨୭୫ କୋଟି ଟଙ୍କା ପୁଞ୍ଜି ନିବେଶ ଦ୍ୱାରା କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାଠାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ ଦ୍ୱାରା ପ୍ରସ୍ତାବିତ ସମନ୍ଵିତ ଷ୍ଟିଲ ପ୍ଲାଣ୍ଟକୁ ମିଳିଛି ମଞ୍ଜୁରୀ । 

ଝିଅଙ୍କ ବିବାହ ବୟସ ସୀମା ବୃଦ୍ଧି: ଏକ ଯୁଗାନ୍ତକାରୀ ପଦକ୍ଷେପ

ବାହାଘର ପାଇଁ ଝିଅମାନଙ୍କ ବୟସ ୧୮ ବଦଳରେ ୨୧ରେ କରାଯିବା ନେଇ କୁହାଯାଇଛି । ସର୍ବନିମ୍ନ ଭାବରେ ବୟସ ସୀମା ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଅନୁମତି ଦେଇଛନ୍ତି ।

Popular