Odisha Insight

ଗ୍ୟାସ ଦର ବୃଦ୍ଧିକୁ ନେଇ ବିଜେଡ଼ିର ଯୁଦ୍ଧ ଡାକରା

ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ସରକାର ବିରୋଧରେ ପ୍ରତିବାଦ ଜାରି ରଖିବା ସହିତ ଆଗକୁ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି ବିଜେଡ଼ିର କର୍ମୀ ଏବଂ ମନ୍ତ୍ରୀମାନେ ।

ରାଜନୀତିର ଅସ୍ତ୍ର ‘ଅଣ୍ଡାମାଡ଼’

ରାଜନୀତିର ଅସ୍ତ୍ର ପାଲଟିଛି ‘ଅଣ୍ଡାମାଡ଼’ । କିଛି ମାସ ହେବ ରାଜ୍ୟରେ ନେତାମାନେ ହୀନ ରାଜନୀତି କରୁଥିବା ଦୃଷ୍ଟିଗୋଚର ହେଉଛି। ସେ ଶାସନ ଦଳ ହେଉକି କଂଗ୍ରେସ , ବିଜେପି, ସମସ୍ତେ ହୀନ ରାଜନୀତିକୁ ପ୍ରଶୟ ଦେଉଛନ୍ତି ।

ବଲାଙ୍ଗୀରର ଛାତ୍ରଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଜୟ ଓଡ଼ିଶା ସହଯୋଗରେ ରକ୍ତ ଦାନ ଭ୍ୟାନ ଏବଂ ସିଲେଇ ମେସିନ୍ ହସ୍ତାନ୍ତର ସମାରୋହ

ଜୟ ଓଡିଶା, ଇଣ୍ଡସ୍ଇଣ୍ଡ ବ୍ୟାଙ୍କ ଏବଂ କୋଭିଡ ଆକ୍ସନ କୋଲାବ ର ମିଳିତ ଉଦ୍ୟମରେ ଆଜି ଯାଜପୁର ଠାରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।

ପୁରୀର ନାମ ପରିବର୍ତ୍ତନ କଣ ସମ୍ଭବ?

ପୁରୀ ଓଡ଼ିଶା ପୂର୍ବରେ ଥିବା ଏକ ପ୍ରଶାସନିକ ଜିଲ୍ଲା । ଓଡ଼ିଶାର ସମୁଦ୍ର କୁଳିଆ ଜିଲ୍ଲା ହେଇଥିବାରୁ ଏଠାରେ ବର୍ଷସାରା ଜଳବାୟୁ ପ୍ରାୟ ସମାନ ଥାଏ । ପୁରୀ ଶ୍ରୀ ଜଗନ୍ନାଥଙ୍କ ମନ୍ଦିରର ବିଭିନ୍ନ ଉତ୍ସବ ତଥା ରଥ ଯାତ୍ରା ପାଇଁ ପ୍ରସିଦ୍ଧ |

Popular