Browsing Category

Odisha Insight

Odisha News is being published under this section.

ପାଞ୍ଚଦିନିଆ ‘ଜାତୀୟ କଳା ଉତ୍ସବ ୨୦୨୨-୨୩’ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭାରତ ସରକାରଙ୍କ ରାଷ୍ଟ୍ରୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ଏବଂ ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆମର ଦେଶର ଶିକ୍ଷା ବ୍ୟବସ୍ଥାରେ କଳା ଏବଂ ସଂସ୍କୃତିର ନିବିଡ ସମ୍ପର୍କ ରହିଆସିଛି ।

ସାଢେ ୪ କୋଟି ଓଡ଼ିଆଙ୍କ ବିକାଶ ଆମର ମୁଖ୍ୟ ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ

ସାଢେ ୪ କୋଟି ଓଡ଼ିଆଙ୍କ ବିକାଶ କରିବା ଆମ ଦଳର ମୁଖ୍ୟ ଲକ୍ଷ୍ୟ ବୋଲି ଗଣମାଧ୍ୟମର ଏ ସମ୍ପର୍କୀତ ପ୍ରଶ୍ନରେ ଉତ୍ତର ରଖିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ପ୍ରତାପଙ୍କୁ ମିଳିଲା ନୂଆ ଜୀବନ, ସାହା ହେଲା ଓଡ଼ିଶା-ମୋ ପରିବାର 

ଦୁର୍ଘଟଣାଟି ଘଟିଥିଲା, ୧୯୯୭ମସିହା ଏପ୍ରିଲ ୧୭ତାରିଖରେ, ଯେଉଁଦିନ ସାରା ଓଡ଼ିଶାରେ ମହାନ ଜନନାୟକ ତଥା ପ୍ରବାଦପୁରୁଷ ବିଜୁ ବାବୁଙ୍କ ମୃତ୍ୟୁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କରିଛନ୍ତି।

ଅନୁଗୁଳରେ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ କେଭି- ୨ କ୍ୟାମ୍ପସ ପାଇଁ ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ

ଅନୁଗୁଳରେ ବିଭିନ୍ନ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ ଅନୁଗୋଳ କେଭି- ୨ କ୍ୟାମ୍ପସ ପାଇଁ ଭୂମିପୂଜନ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  

ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି

ବନ୍ଦନା ପଣ୍ଡାଙ୍କ ‘ଫେରନ୍ତା ଗାଡ଼ି ଓ ଅନନ୍ୟା ଗଳ୍ପ’ ଲୋକାର୍ପିତ

ପ୍ରକାଶନୀ ସଂସ୍ଥାର ନିର୍ଦେଶକ ତଥା କଥାକାର ଶୁଭ୍ରାଂଶୁ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସେ ଆହୁରି କହିଥିଲେ ଯେ, ସହଜରେ ଗପମାନେ ଆସନ୍ତିନି।