Trending
- A Journey into Odisha’s Tribal Languages and Their Cultural Legacy
- TNI Morning News Headlines – December 26, 2024
- TNI News Digest – December 25, 2024
- Insight In 60 Words: Giriraj Singh demands ‘Bharat Ratna’ for Naveen Patnaik
- TNI Evening News Headlines – December 25, 2024
- Maa Manikeshwari University VC Sanjay Satapathy passes away
- TNI Daily Quote – December 25, 2024
- Sume-Gelirak: How Odisha’s Bonda Tribe Celebrates Their Culture
- TNI Morning News Headlines – December 25, 2024
- TNI News Digest – December 24, 2024
Browsing Category
Odisha Insight
Odisha News is being published under this section.
ଭୁବନେଶ୍ବରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିର
ଆଜି ସଂଧ୍ୟାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏର ଉପାଧ୍ୟକ୍ଷ ଶ୍ରୀ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ।
ପାଞ୍ଚଦିନିଆ ‘ଜାତୀୟ କଳା ଉତ୍ସବ ୨୦୨୨-୨୩’ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭାରତ ସରକାରଙ୍କ ରାଷ୍ଟ୍ରୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ଏବଂ ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆମର ଦେଶର ଶିକ୍ଷା ବ୍ୟବସ୍ଥାରେ କଳା ଏବଂ ସଂସ୍କୃତିର ନିବିଡ ସମ୍ପର୍କ ରହିଆସିଛି ।
ସାଢେ ୪ କୋଟି ଓଡ଼ିଆଙ୍କ ବିକାଶ ଆମର ମୁଖ୍ୟ ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ
ସାଢେ ୪ କୋଟି ଓଡ଼ିଆଙ୍କ ବିକାଶ କରିବା ଆମ ଦଳର ମୁଖ୍ୟ ଲକ୍ଷ୍ୟ ବୋଲି ଗଣମାଧ୍ୟମର ଏ ସମ୍ପର୍କୀତ ପ୍ରଶ୍ନରେ ଉତ୍ତର ରଖିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଜାନୁଆରୀ 4ରୁ 11 ଦିନ ଯାଏଁ ଭିତରକନିକା ବନ୍ଦ
ଜାନୁଆରୀ 4ରୁ 14 ତାରିଖ 11 ଦିନ ଧରି କୁମ୍ଭୀରମାନଙ୍କର ଗଣନା କରାଯିବ । ଏହି 11 ଦିନ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ।
ଚିଲିକାରେ ବିଦେଶୀ ପକ୍ଷୀ ଶିକାର କରି ଅଭିଯୁକ୍ତ ଗିରଫ
ଚିଲିକା କୂଳ କାଳୁପଡ଼ା ଘାଟ ଜେଟି ପାଖରେ ସମ୍ପୃକ୍ତ ଅଭିଯୁକ୍ତ ପକ୍ଷୀ ଶିକାର କରୁଥିଲେ। ଏହି ସମୟରେ ତାକୁ ଟାଙ୍ଗୀ ବନ ବିଭାଗ କାବୁ କରିଛି।
ପ୍ରତାପଙ୍କୁ ମିଳିଲା ନୂଆ ଜୀବନ, ସାହା ହେଲା ଓଡ଼ିଶା-ମୋ ପରିବାର
ଦୁର୍ଘଟଣାଟି ଘଟିଥିଲା, ୧୯୯୭ମସିହା ଏପ୍ରିଲ ୧୭ତାରିଖରେ, ଯେଉଁଦିନ ସାରା ଓଡ଼ିଶାରେ ମହାନ ଜନନାୟକ ତଥା ପ୍ରବାଦପୁରୁଷ ବିଜୁ ବାବୁଙ୍କ ମୃତ୍ୟୁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା
ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କରିଛନ୍ତି।
ଅନୁଗୁଳରେ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ କେଭି- ୨ କ୍ୟାମ୍ପସ ପାଇଁ ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ
ଅନୁଗୁଳରେ ବିଭିନ୍ନ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ ଅନୁଗୋଳ କେଭି- ୨ କ୍ୟାମ୍ପସ ପାଇଁ ଭୂମିପୂଜନ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
ବନ୍ଦନା ପଣ୍ଡାଙ୍କ ‘ଫେରନ୍ତା ଗାଡ଼ି ଓ ଅନନ୍ୟା ଗଳ୍ପ’ ଲୋକାର୍ପିତ
ପ୍ରକାଶନୀ ସଂସ୍ଥାର ନିର୍ଦେଶକ ତଥା କଥାକାର ଶୁଭ୍ରାଂଶୁ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସେ ଆହୁରି କହିଥିଲେ ଯେ, ସହଜରେ ଗପମାନେ ଆସନ୍ତିନି।