Trending
- India, Russia hold 23rd Annual Summit; focus on Trade, Defence, Energy Ties
- Primary Teachers in Odisha Protest at Lower PMG, Seek Pay Hike and Service Reforms
- Class 10 HSC (Matric) Exam 2026 to begin from February 19
- IndiGo cancels all Flights from Delhi Till Midnight
- Odisha Government Invites Tenders for 12 New Virgin Mineral Blocks
- The News Insight (English Fortnightly) Epaper – December 1-15, 2025
- Several Odisha Govt Departments spend HUGE on Social Media without Results
- TNI Morning News Headlines – December 05, 2025
- Sofia Firdous Slams ‘Weak’ Gambling Bill, Seeks Stronger Penalties
- With his “Objectionable” Remarks on Gandhi Ji, Santosh Khatua puts BJP in a Fix
Browsing Category
Odisha Insight
Odisha News is being published under this section.
ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କରିଛନ୍ତି।
ଅନୁଗୁଳରେ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ କେଭି- ୨ କ୍ୟାମ୍ପସ ପାଇଁ ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ
ଅନୁଗୁଳରେ ବିଭିନ୍ନ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ ଅନୁଗୋଳ କେଭି- ୨ କ୍ୟାମ୍ପସ ପାଇଁ ଭୂମିପୂଜନ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
ବନ୍ଦନା ପଣ୍ଡାଙ୍କ ‘ଫେରନ୍ତା ଗାଡ଼ି ଓ ଅନନ୍ୟା ଗଳ୍ପ’ ଲୋକାର୍ପିତ
ପ୍ରକାଶନୀ ସଂସ୍ଥାର ନିର୍ଦେଶକ ତଥା କଥାକାର ଶୁଭ୍ରାଂଶୁ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସେ ଆହୁରି କହିଥିଲେ ଯେ, ସହଜରେ ଗପମାନେ ଆସନ୍ତିନି।
୨୦୨୪ ପାଇଁ ବିଜେପିର ସମରସଜ୍ଜା; ଓଡ଼ିଶା ଆସିବେ ନଡ୍ଡା
ଦୁଇଟି ଲୋକସଭା କ୍ଷେତ୍ରରେ ହେବ ପ୍ରବାସ କାର୍ଯ୍ୟକ୍ରମ । କନ୍ଧମାଳ ଓ ପୁରୀ ଲୋକସଭା କ୍ଷେତ୍ରକୁ ଗସ୍ତ କରିବେ ନଡ୍ଡା।
ଭାରତ ଜି-୨୦ ଉପରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରିବାକୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭାରତ ଜି-୨୦ ସହ ଲୋକଙ୍କୁ ଯୋଡ଼ିବା ଏବଂ ଯୋଗଦାନକୁ ବଢାଇବା ଆମର ସାମୂହିକ ଦାୟିତ୍ୱ । ବିଶ୍ୱରେ ଭାରତର ଶକ୍ତି, ବିବିଧତା, ପରମ୍ପରା ଏବଂ ସଫଳତାକୁ ପ୍ରଦର୍ଶନ କରିବା ପାଇଁ ଏହି ଆନ୍ଦୋଳନରେ ସମସ୍ତେ ସାମିଲ ହେବା ପାଇଁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି ।
ଧବଳେଶ୍ଵର ପୂଜକଙ୍କ ଅହିଂସା ଆନ୍ଦୋଳନ; ଜାଣନ୍ତୁ ପୁରା ଖବର
ପୁରୀ ଶ୍ରୀମନ୍ଦିର ପରି ଏଠାରେ ପୂର୍ବପୁରୁଷଙ୍କ ପ୍ରତି ପିଣ୍ଡ ଦାନ କରାଯାଏ । ଖାସ୍ କରି କାର୍ତ୍ତିକ ମାସର ବଡ଼ଠଶାରେ ଏଠାରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥାଏ।
ବିଜୁ ଜନତା ଦଳ – ଓଡ଼ିଶା ରାଜନୀତିରେ ୨୫ ବର୍ଷ
ନବୀନ ପଟ୍ଟନାୟକ ଆଜି କେବଳ ଓଡ଼ିଶାର ୫ କୋଟିରୁ ଊର୍ଦ୍ଧ ଓଡ଼ିଶାବାସୀ କିମ୍ବା ଓଡ଼ିଶା ବାହାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କର ପ୍ରିୟତମ ନେତା ନୁହନ୍ତି ଭାରତବର୍ଷର ରାଜନୀତିର ଦିଗ୍ବଳୟରେ ଜଣେ ପ୍ରଶଂସିତ ନେତୃତ୍ବ।
ଓଡିଶା ଗସ୍ତରେ ଥିବା ମହିଳା ମୋର୍ଚ୍ଚାର ପ୍ରତିନିଧିମାନଙ୍କ ରାଜ୍ୟର ବାସ୍ତବ ସ୍ଥିତି ଅନୁଧ୍ୟାନ
ଏସଏଚଜିକୁ କେବଳ ଟଙ୍କା ବାଣ୍ଟି ମହିଳା ସଶକ୍ତୀକରଣ ହୋଇଛି ବୋଲି ଡିଣ୍ଡିମ ପିଟୁଥିବା ଶାସକ ବିଜେଡିର ୨୩ ବର୍ଷର ନିରୁଙ୍କଶ ଶାସନରେ ଓଡିଶାର ମାଁ ଓ ଭଉଣୀଙ୍କ ସଠିକ୍ ଆର୍ଥିକ ବିକାଶ ହୋଇନାହିଁ ।
କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ
ଦିଗନ୍ତ କବି ତଥା ସାହିତ୍ୟିକ ଙ୍କ ଜୀବନଶୈଳୀ ଓ ତାଙ୍କ ଦ୍ଵାରା ଲିଖିତ କାବ୍ୟ କବିତା ସମ୍ବନ୍ଧରେ ଆଲୋଚନା ହୋଇଥିଲା ।