ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ ହସ୍‌ପିଟାଲ ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣା ଠାରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି ।