ଓଡିଶାରେ ଏକ୍‌ମୋ ଚିକିତ୍ସା ଏକ ବଡ ଆହ୍ୱାନ ହେବ

ଦ୍ବିତୀୟ ପର୍ଯ୍ୟାୟ କୋଭିଡ୍‌ ଲହରରେ ପ୍ରାୟ ୧୭ ପ୍ରତିଶତ ରୋଗୀ ଗୁରୁତର ହେଉଛନ୍ତି। ଏମାନଙ୍କ ମଧ୍ୟରୁ ଅନେକଙ୍କୁ ଏକ୍‌ମୋ ଚିକିତ୍ସା ପାଇଁ ପଦକ୍ଷେପ ନିଆଯାଇଛି।

ବାତ୍ୟା ‘ୟାସ’ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ଓଡ଼ିଶା ସରକାର ଙ୍କ ପ୍ୟାକେଜ୍‌ ଘୋଷଣା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି।