ରାଜ୍ୟର ସମସ୍ତ ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିଜେପି କରିବ ବିକ୍ଷୋଭ ଓ ଆନ୍ଦୋଳନ

ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ବିଜୁଳି ବିତରଣ କଂପାନୀ ଟାଟା ପାୱାରର ଅରାଜକତା ସମସ୍ତ ସୀମା ଉଲ୍ଲଂଘନ କରିଛି ।

ଗ୍ୟାସ ଦର ହ୍ରାସ ଦାବିରେ ରାଜଭବନ ସମ୍ମୁଖରେ ଧାରଣା ଦେବ ବିଜୁ ଜନତା ଦଳ

ଶଙ୍ଖ ଭବନରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶ୍ରୀମୟୀ ମିଶ୍ର କହିଛନ୍ତି ଯେ ରନ୍ଧନ ଗ୍ୟାସର ଦରବୃଦ୍ଧି ଯୋଗୁଁ କେନ୍ଦ୍ର ସରକାରଙ୍କ ଉଜ୍ୱଳା ଯୋଜନା ଅନ୍ଧାର ଯୋଜନାରେ ପରିଣତ ହୋଇଛି ।