ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କରିଛନ୍ତି।