ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତରଣ ପର୍ବ; ବଦଳୁଛି ସରକାରୀ ବିଦ୍ୟାଳୟର ଚିତ୍ର

ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତରଣ ପର୍ବ । ବଦଳୁଛି ସରକାରୀ ସ୍କୁଲର ଚିତ୍ର । ୫ଟି ସଂସ୍କାରରେ ସ୍କୁଲ ଟ୍ରାନ୍ସଫର୍ମେସନରେ ମିଳୁଛି ନୂଆ ଭିତ୍ତିଭୂମି ।

ରନ୍ଧନ ଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ରନ୍ଧନ ଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜେଡିର ମହିଳା, ଛାତ୍ର ଓ ଯୁବ ସଂଗଠନ ଆନ୍ଦୋଳନକୁ ଓହ୍ଲାଇବେ। ସାଢେ ୩ ବର୍ଷରେ ଏଲପିଜି ରନ୍ଧନ ଗ୍ୟାସର ମୂଲ୍ୟ ୭୦% ବୃଦ୍ଧି ଘଟିଛି।

ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ BSKY କାର୍ଡ ଏବେ ଓଡ଼ିଶାର ୩୦ ଲକ୍ଷ ପରିବାରରେ ପହଞ୍ଚିଛି । ରାଜ୍ୟର ୧୧ଟି ଜିଲ୍ଲାରେ ସ୍ମାର୍ଟ କାର୍ଡ ବିତରଣ କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।