ଅନଲାଇନ ପାଠ ପଢାରୁ ବଞ୍ଚିତ ୧୫ ଲକ୍ଷ ୮ ହଜାର ୯୩୭ ଛାତ୍ରଛାତ୍ରୀ

କୋଭିଡ ମହାମାରୀ ପାଇଁ ୨୦୨୦ ମାର୍ଚ୍ଚ ମାସରୁ ରାଜ୍ୟ ସରକାର ରାଜ୍ୟର ସମସ୍ତ ସ୍କୁଲ ଗୁଡିକୁ ବନ୍ଦ କରିଦେଇଥିଲେ । ରାଜ୍ୟର ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀଙ୍କୁ ଅନଲାଇନରେ ପାଠ ପଢାଇବା ପାଇଁ ନିଷ୍ପତି ନେଇଥିଲେ ।

ଓଡ଼ିଶା ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ଚିଠା ତାଲିକା ପ୍ରକାଶ

ପଞ୍ଚାୟତ ନିର୍ବାଚନ ସଠିକ ସମୟରେ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେ ନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଉଛି ।