ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ ସଂଶୋଧିତ

ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି

ଦୁବାଇରେ ଦୁଇ ଦିନିଆ ଚଳଚ୍ଚିତ୍ର ମହୋତ୍ସବ

ଓଡ଼ିଶା ସମାଜ ୟୁଏଇ ଓ ଆନ୍ତର୍ଜାତୀୟସ୍ତରରେ ଚଳଚ୍ଚିତ୍ର ପ୍ରଯୋଜକ ,ପ୍ରମୋଟର ଏବଂ କ୍ୟୁରେଟର ଜିତେନ୍ଦ୍ର ମିଶ୍ର ଏବଂ ତାଙ୍କ ସଂସ୍ଥା "ସିନେମା ଫର ଗୁଡ "ପକ୍ଷରୁ ଏକ ଚଳଚ୍ଚିତ୍ର ମହୋତ୍ସବ 'ସିନେ ଓଡ଼ିଶା 'ଅନୁଷ୍ଠିତ ହେବ ।