Browsing Tag

BSKY

ପଞ୍ଚାୟତ ନିର୍ବାଚନ ପୂର୍ବରୁ କୋଭିଡ଼ ସହାୟତା ଥୋପ!

ମୁଣ୍ଡ ଉପରକୁ ଆସିବାକୁ ଯାଉଛି ପଞ୍ଚାୟତ ନିର୍ବାଚନ । ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଦେଇଥିଲେ କାଳିଆ ସହାୟତା ଆଉ ଏବେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୧୦୦୦ ଟଙ୍କା କୋଭିଡ ସହାୟତା ରାଜ୍ୟବାସୀଙ୍କୁ ଦେବେ ରାଜ୍ୟ ସରକାର ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡିଶା

ମାଲକାନଗିରି ରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତା ର ଏ ଅଭିଯାନ ଆଜି ଯାଜପୁର ରେ ଉଦ୍ ଯାପିତ ହୋଇଛି । ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ । ଏହାସହିତ…