Browsing Tag

CM Naveen Pattnaik

ଜାମୁକୋଳି ଗୋଶାଳା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଟଣୀର ଜାମୁକୋଳି ଅଞ୍ଚଳରେ ଥିବା ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ ଗୋଶାଳା ପରିଦର୍ଶନ କରି ଗୋରୁ ମାନଙ୍କ ରକ୍ଷଣା ବେକ୍ଷଣ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଛନ୍ତି। 

ଭୁବନେଶ୍ବରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିର

ଆଜି ସଂଧ୍ୟାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏର ଉପାଧ୍ୟକ୍ଷ ଶ୍ରୀ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ।

ବିଜୁ ଜନତା ଦଳ – ଓଡ଼ିଶା ରାଜନୀତିରେ ୨୫ ବର୍ଷ

ନବୀନ ପଟ୍ଟନାୟକ ଆଜି କେବଳ ଓଡ଼ିଶାର ୫ କୋଟିରୁ ଊର୍ଦ୍ଧ ଓଡ଼ିଶାବାସୀ କିମ୍ବା ଓଡ଼ିଶା ବାହାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କର ପ୍ରିୟତମ ନେତା ନୁହନ୍ତି ଭାରତବର୍ଷର ରାଜନୀତିର ଦିଗ୍‌ବଳୟରେ ଜଣେ ପ୍ରଶଂସିତ ନେତୃତ୍ବ।