Browsing Tag

Culture Department

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆଲୋଚନାଚକ୍ର

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବିଶିଷ୍ଟ ବ୍ୟକ୍ତିମାନେ ଓଡ଼ିଆ ଅସ୍ମିତା ପାଇଁ ଓଡ଼ିଆ ଭାଷାର ଟେକ ରଖିବାକୁ କିଭଳି ଉନ୍ନତିକରଣ କରାଯାଇପାରିବ, ସେଥିପାଇଁ ନିଜସ୍ୱ ମତ ରଖିଥିଲେ ।