Browsing Tag

Cuttack Chandi Mandir

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ; ଖର୍ଚ୍ଚ ହେବ ୭୦ କୋଟି ଟଙ୍କା

କଟକର ଅଧିଷ୍ଠାତ୍ରୀ ଦେବୀ ମାଁ କଟକ ଚଣ୍ଡୀ ଯାହାକି ହଜ଼ାର ହଜ଼ାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପୀଠ । ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା ।