Browsing Tag

Hero Men’s Asia Cup

ଜାତୀୟ ହକି ଦଳର କମାଣ ସମ୍ଭାଳିବେ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା

ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡୋନେସିଆରେ ଏସିଆ କପ୍‌ । ଏବେ ଇଣ୍ଡୋନେସିଆରେ ହେବାକୁ ଥିବା ହିରୋ ମେନ୍ସ ଏସିଆ କପ୍‌ ଭାରତୀୟ ଟିମ୍ ବୀରେନ୍ଦ୍ର ଲାକ୍ରାଙ୍କ ଅଧିନାୟକତ୍ବରେ ଖେଳିବକୁ ଯାଉଛି  ।