Browsing Tag

jagatsingpur

କେନ୍ଦ୍ରାପଡା ଇସ୍ପାତ ପ୍ରକଳ୍ପ ଜଗତସିଂହପୁର ପୋସ୍କୋ ଭଳି ହେବନି ତ ?

ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ଅଧିକାରୀଙ୍କ ବୈଠକରେ ମୋଟ ୧,୦୨,୨୭୫ କୋଟି ଟଙ୍କା ପୁଞ୍ଜି ନିବେଶ ଦ୍ୱାରା କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାଠାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ ଦ୍ୱାରା ପ୍ରସ୍ତାବିତ ସମନ୍ଵିତ ଷ୍ଟିଲ ପ୍ଲାଣ୍ଟକୁ…