Browsing Tag

Mission Shakti

ପାଚିକା -ସହାୟିକା ମାନଙ୍କୁ  ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ 117 .73 କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି