ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।