Browsing Tag

panchayat election

ପଞ୍ଚାୟତ ନିର୍ବାଚନ ପୂର୍ବରୁ କୋଭିଡ଼ ସହାୟତା ଥୋପ!

ମୁଣ୍ଡ ଉପରକୁ ଆସିବାକୁ ଯାଉଛି ପଞ୍ଚାୟତ ନିର୍ବାଚନ । ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଦେଇଥିଲେ କାଳିଆ ସହାୟତା ଆଉ ଏବେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୧୦୦୦ ଟଙ୍କା କୋଭିଡ ସହାୟତା ରାଜ୍ୟବାସୀଙ୍କୁ ଦେବେ ରାଜ୍ୟ ସରକାର ।

ଓଡ଼ିଶାରେ ପଞ୍ଚାୟତ ଭୋଟକୁ ନେଇ ରାଜନୈତିକ ପାଣିପାଗ ଉଷ୍ମ

ପାଖେଇ ଆସିଲାଣି ୨୦୨୨ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ଭୋଟ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜାରି ହେବାପରେ  ରାଜ୍ୟ ରାଜନୀତି ହୋଇପଡିଛି  ଚଳଚଞ୍ଚଳ।

ସୁନ୍ଦରଗଡ଼ରେ ନୂଆ ସମୀକରଣ; ଶଙ୍ଖ ଫୁଙ୍କିଲେ ପ୍ରଫୁଲ୍ଲ ମାଝୀ

କଂଗ୍ରେସ ଛାଡିବା ନେଇ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଡାକ୍ତର ପ୍ରଫୁଲ୍ଲ ମାଝୀ ନିକଟରେ ଏକ ସାମ୍ବାଦିକ ସମ୍ମିଳନୀ କରି ଦଳ ଛାଡିବା ସଂପର୍କରେ ଘୋଷଣା କରିବେ ବୋଲି ଜଣାପଡିଥିଲା ।

ଓଡ଼ିଶା ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ଚିଠା ତାଲିକା ପ୍ରକାଶ

ପଞ୍ଚାୟତ ନିର୍ବାଚନ ସଠିକ ସମୟରେ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେ ନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଉଛି ।