Browsing Tag

Rourkela

ଦୁଇ ବରିଷ୍ଠ ବିଜେପି ନେତାଙ୍କୁ ନେଇ ଦଳ ଅଡ଼ୁଆରେ

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ମାଡରେ ଦୁଇ ସରକାରୀ କର୍ମଚାରୀ ଆହତ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କେନ୍ଦ୍ରର ଉପନିର୍ଦ୍ଦେଶକ ଓ ସହକାରୀ ନିର୍ଦେଶକଙ୍କୁ କେନ୍ଦ୍ରମନ୍ତ୍ରୀ ମାଡ଼ ମାରିଥିବା କୁହାଯାଇଥିଲା ।