Browsing Tag

School Reopening

ଅନେକ ବାଦ ବିବାଦ ପରେ ଖୋଲିବାକୁ ଯାଉଛି ସ୍କୁଲ କଲେଜ

ଦୀର୍ଘ ୨ ବର୍ଷ ହେଲା କରୋନା ମହାମାରୀ ଲୁଚକାଳି ଖେଳୁଛି । କରୋନା ସଂକ୍ରମଣସ୍ଥିତି ଯୋଗୁଁ ଶିକ୍ଷାନୁଷ୍ଠାନ ବିଭିନ୍ନ ସମୟରେ ବନ୍ଦ ରଖାଯାଉଛି। ସ୍କୁଲ ବନ୍ଦ ରହୁଥିବାରୁ ଛାତ୍ରଛାତ୍ରୀମାନେ ପାଠ ପଢାରୁ ଏକ ପ୍ରକାର ଦୂରେଇ ଯାଇଛନ୍ତି ।

କୋଭିଡ଼ ବିଷ୍ଫୋରଣ ପରିସ୍ଥିତିରେ ସ୍କୁଲ ଖୋଲିବା କେତେ ସମୀଚିନ?

ଉପରମୁହାଁ ହେଉଛି କରୋନା ସଂକ୍ରମଣ । ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ସାଢ଼େ ୩ ଲକ୍ଷ ପାଖାପାଖି ରହିଛି । ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୪୭ ହଜାର ୨୫୪ ପଜିଟିଭ ଚିହ୍ନଟ ହୋଇଛନ୍ତି  ।